୮,୩୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ

1 min read

ଭୁବନେଶ୍ୱର : ଲୋକସେବା ଭବନରେ ମନ୍ତ୍ରୀ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏଥିରେ ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି ।

ପ୍ରାୟ ୮ ହଜାର ୩ ଶହ କୋଟି ଟଙ୍କାର ଅତିରିକ୍ତ ବଜେଟ ହୋଇପାରେ ବୋଲି ଆକଳନ କରାଯାଉଛି । ଆସନ୍ତା ୧୩ ତାରିଖରେ ବିଧାନସଭାରେ ଅତିରିକ୍ତ ବଜେଟ୍ ଆଗତ କରାଯିବ। ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ଥିଲେ । ')}

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner