spot_img

Latest Posts

ଘରୋଇ ସ୍କୁଲରେ ଏବେ ପଢିପାରିବେ ଗରିବ ପିଲା, ୨୫% ସଂରକ୍ଷଣ ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟର ସବୁ ଘରୋଇ ସ୍କୁଲରେ ଏବେ ସଂରକ୍ଷଣ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏଣିକି ଆର୍ଥିକ ସ୍ତରରେ ଦୁର୍ବଳ ଥିବା ଛାତ୍ରଛାତ୍ରୀ ମାନେ ଘରୋଇ ସ୍କୁଲରେ ନାମ ଲେଖାଇ ପାରିବେ।

ଘରୋଇ ସ୍କୁଲରେ ଗରିବ ଛାତ୍ରଛାତ୍ରୀଙ୍କ ପାଇଁ ୨୫% ସ୍ଥାନ ସଂରକ୍ଷଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏଥିପାଇଁ ଅନଲାଇନରେ ବ୍ୟବସ୍ଥା କରାଯାଇଛି। ଅନଲାଇନ ବ୍ୟବସ୍ଥାରେ ଆଡମିଶନ ପାଇଁ ଇଣ୍ଡସ୍ ଆକ୍ସନ ସଂସ୍ଥା ସହିତ ରାଜ୍ୟ ସରକାର ଚୁକ୍ତି କରିଥିବା ନେଇ ସେ ପ୍ରକାଶ କରିଛନ୍ତି।

Class 1st To 8th Schools Reopen Delayed In Odisha

ତେବେ ଆସନ୍ତା ୨୪ ତାରିଖରେ ଏହାର ଶୁଭାରମ୍ଭ ହେବ। ଯାହା ପରେ ୨୫ ତାରିଖରେ ଛାତ୍ରଛାତ୍ରୀ ମାନେ ଅନଲାଇନ ଆବେଦନ କରିପାରିବେ। ଅପରପକ୍ଷେ ୯୯୬୫ ଜୁନିଅର ଶିକ୍ଷକଙ୍କୁ ନିୟମିତ କରିଛନ୍ତି ସରକାର।

 

Latest Posts

Don't Miss