Odisha Increased Stipend Of House Surgeon

ଭୁବନେଶ୍ୱର: ବଢ଼ିଲା ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ । ହାଉସ୍ ସର୍ଜନଙ୍କ ଷ୍ଟାଇପେଣ୍ଡ ୨୦ ହଜାର ଟଙ୍କାକୁ ୨୮ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏନେଇ ଡିଏମଇଟି...