PassedsAway

1 min read

ଖୋର୍ଦ୍ଧା: ବେଗୁନିଆ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ । ଭୁବନେଶ୍ୱର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି ।...