Paya Sradha

ପୁରୀ: ଦୀପାବଳି ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ କରାଯାଇଛି । କରୋନା କଟକଣା ଯୋଗୁଁ ଚଳିତ ବର୍ଷ କାଉଁରିଆ କାଠି ଜାଳି ବଡବଡୁଆ ଡାକକୁ...