ଆଜି ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେବେ ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଲ ପକ୍ଷ ଚତୁର୍ଦ୍ଦଶୀ ତଥା ବୈକୁଣ୍ଠ ଚତୁର୍ଦ୍ଦଶୀରେ ଏହି ବେଶ ଅନୁଷ୍ଠିତ ହୋଇଥାଏ। ଠାକୁରମାନେ ଶ୍ରୀମନ୍ଦିର ରତ୍ନ ସିଂହାସନରେ ଏହି ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି।

1 min read

')}

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.