ଗଞ୍ଜାମ: ଗଞ୍ଜାମ ଥାନା ଅଗସ୍ତି ନୂଆଗାଁ ନିକଟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ‘ସିଲକ ସିଟି’ ବସ୍ ଦୁର୍ଘଟଣାଗ୍ରସ୍ତ । ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨୦ ଆହତ, ଜଣଙ୍କ ଅବସ୍ଥା ସଙ୍କଟାପନ୍ନ । ଆହତମାନେ ଗଞ୍ଜାମ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି ।

1 min read

')}

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.