ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି । ଉତ୍ତରରୁ ଉପକୂଳ ପ୍ରବଳ ବର୍ଷୁଛି । ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

')}

Leave a Reply

Your email address will not be published.