spot_img

Latest Posts

ବାରିପଦା : ରାଇରଙ୍ଗପୁର ମହାବିଦ୍ୟାଳୟରେ ଅଧ୍ୟାପିକାଙ୍କ ମୃତ୍ୟୁ ପ୍ରସଙ୍ଗ। ପୂର୍ବରୁ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ ଅଧ୍ୟାପିକା। କାର୍ଯ୍ୟରେ ଅବହେଳା ପାଇଁ ଝାରପୋଖରିଆ ଥାନା ଅଧିକାରୀ ଶରତ ମହାଳିକଙ୍କ ବଦଳି । ତଦନ୍ତକାରୀ ଅଧିକାରୀ ପ୍ରଶାନ୍ତ ସ୍ୱାଇଁ ସସପେଣ୍ଡ । ସୂଚନା ଦେଲେ ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ।

Latest Posts

Don't Miss