ଭୁବନେଶ୍ୱର : ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ୱରେ ଅଦଳ ବଦଳ। ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ୱ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଦେବଗଡ଼ ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ୱ। ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବଲାଙ୍ଗିର ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ୱ।