ଭୁବନେଶ୍ୱର : ଲୋକସେବା ଭବନରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। କଟକର SCB ମେଡିକାଲ୍ କଲେଜ ଓ ହସ୍ପିଟାଲ ପାଇଁ ଖର୍ଚ୍ଚ ହେବ ହଜାରେ କୋଟିରୁ ଅଧିକ ଟଙ୍କା ।ଏସସିବି ଭେଷଜ ମହାବିଦ୍ୟାଳୟକୁ ଏମ୍ସ ପ୍ଲସ୍ ଅନୁଷ୍ଠାନ ଭାବରେ ଗଢ଼ିତୋଳାଯିବ। ୩ ହଜାର ଶଯ୍ୟା ବିଶିଷ୍ଟ ସମନ୍ୱିତ ଅତ୍ୟାଧୁନିକ ହସ୍ପିଟାଲ ନିର୍ମାଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା।

')}

Leave a Reply

Your email address will not be published.