ଭୁବନେଶ୍ୱର : ସଚିବ ସ୍ତରରେ ଅଦଳ ବଦଳ। ପ୍ରଦୀପ୍ତ ମହାପାତ୍ରଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ନିକୁଞ୍ଜ ବିହାରୀ ଧଳଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ପ୍ରମୋଦ ମେହେର୍ଦ୍ଦାଙ୍କୁ ବାଣିଜ୍ୟ ଓ ପରିବହନ ଏବଂ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱ। ଅରୁଣ ବୋଥ୍ରାଙ୍କୁ OSRTCର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ।

Leave a Reply