ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ବୁଲବୁଲକୁ ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା । ପ୍ରଭାବିତ ହେବାକୁ ଥିବା ୯ଟି ଜିଲ୍ଲାକୁ ୨ଟି ଲେଖାଏଁ ଓଡ୍ରାଫ୍ ଟିମ୍, ଅତି ପ୍ରଭାବିତ ୬ଟି ଜିଲ୍ଲାକୁ ୧ଟି ଲେଖାଏଁ NDRF ଓ ୨ଟି ଲେଖାଏଁ ଅଗ୍ନିଶମ ବାହିନୀ ପଠାଯାଇଛି । ଆବଶ୍ୟକ ପଡ଼ିଲେ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରାଯିବା ସହ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ। ବାତ୍ୟା ସମୟରେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

1 min read

')}

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.