spot_img

Latest Posts

ମୁମ୍ବାଇ: ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅଜିତ୍ ପାୱାର । ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର ଟେଷ୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।

Latest Posts

Don't Miss