ରାଉରକେଲା ସହରର ବାସନ୍ତୀ କଲୋନୀରେ ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ।ରାଉରକେଲା ସରକାରୀ ଚିକିତ୍ସାଳୟକୁ ନେବା ବାଟରେ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ । ଉଦିତନଗର ଥାନା ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ।

1 min read

')}

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.