ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ଭାବେ ଶପଥ ନେଲେ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ । ଜମ୍ମୁ ଓ କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଗୀତା ମିତ୍ତଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ । ଗିରୀଶଙ୍କ ଘର ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ । ସେ ୧୯୮୫ ଗୁଜରାଟ କ୍ୟାଡର IAS ଅଧିକାରୀ ।

')}

Leave a Reply

Your email address will not be published.