୮ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ‘ବୁଲବୁଲ୍’ । ପାରାଦୀପ ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୪୨୦ କିମି ଦୂରରେ ରହିଛି । ପଶ୍ଚିମବଙ୍ଗର ସାଗର ଦ୍ୱୀପ ଠାରୁ ୫୬୦ ଓ ବାଂଲାଦେଶର ଖେପୁପାରା ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୬୫୦ କିମି ଦୂରରେ ବାତ୍ୟା ।

1 min read

')}

[DISPLAY_ULTIMATE_SOCIAL_ICONS]
Opn Commnet Area

Leave a Reply

Your email address will not be published.