spot_img

Latest Posts

ଖୋର୍ଦ୍ଧା: ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସରଞ୍ଜନ ଦାସଙ୍କୁ ଗୁଳିମାଡ଼ । କ୍ଲିନିକରେ ଡାକ୍ତର ଓ ଔଷଧ ବ୍ୟବସାୟୀ କୃଷ୍ଣଚନ୍ଦ୍ର ସାହୁଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ପ୍ରଥମେ ଖୋର୍ଦ୍ଧା ମେଡିକାଲ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର । ୨ ମୁଖାପିନ୍ଧା ଦୁର୍ବୃତ୍ତ ବାଇକରେ ଆସି ଗୁଳି କରିଥିବା ଅଭିଯୋଗ ।

Latest Posts

Don't Miss