ନୂଆଦିଲ୍ଲୀ : ନାଗରିକତା ସଂଶୋଧନ ଆଇନ ୨୦୧୯କୁ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ । ଜାନୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଉତ୍ତର ରଖିବାକୁ ନିର୍ଦ୍ଦେଶ । ଶୀତ ଅଧିବେଶନରେ ସରକାର ଏହି ବିଲକୁ ରାଜ୍ୟସଭା ଓ ଲୋକସଭାରେ ପାସ୍ କରାଇବା ପରେ ଏହା ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରି ଆଇନରେ ପରିଣତ ହୋଇଛି।