ନୂଆଦିଲ୍ଲୀ : ନିର୍ବାଚନ କମିଶନଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡ଼ାଙ୍କୁ ୨୦୧୭ରେ ଅଯୋଗ୍ୟ ଘୋଷଣା କରାଯିବାକୁ ନେଇ ସୁପ୍ରିମକୋର୍ଟରେ ହୋଇଥିଲା ଚ୍ୟାଲେଞ୍ଜ । ମଧୁ କୋଡା, ୨୦୧୯ ବିଧାନସଭା ନିର୍ବାଚନ ଲଢ଼ିପାରିବେ ନାହିଁ ବୋଲି କହିଲେ ସୁପ୍ରିମକୋର୍ଟ।