spot_img

Latest Posts

ପୁରୀ: ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ ହେବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ । ଫୋଏନିକ୍ସ ଫାଉଣ୍ଡେସନ୍ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ ।

')}

Latest Posts

Don't Miss