ଭଦ୍ରକ : ଧାମନଗର ବ୍ଲକ ପଦ୍ମପୋଖରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଖରାରେ ଆଣ୍ଠେଇ ପ୍ରଧାନ ଶିକ୍ଷୟତ୍ରୀ ନିଲମ୍ବିତ। ପିଲାଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା ଏହାପରେ ସେମାନଙ୍କୁ ଆଣ୍ଠେଇ ଦେଇଥିଲେ ପ୍ରଧାନ ଶିକ୍ଷୟିତ୍ରୀ ସାଗରିକା ରାଉତ । ଭିଡିଓ ଭାଇରାଲ୍ ପରେ ନିଆଗଲା କାର୍ଯ୍ୟାନୁଷ୍ଠାନ ।