spot_img

Latest Posts

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପାଠ୍ୟପୁସ୍ତକ ପ୍ରକାଶନ ଓ ବିପଣନ ସଂସ୍ଥା ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତି । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ । ବହି ପ୍ରକାଶନ ଅର୍ଡର ପାସ୍ କରାଇବା ପାଇଁ ଲାଞ୍ଚ ନେଉଥିଲେ ।

')}

Latest Posts

Don't Miss