spot_img

Latest Posts

ଭୁବନେଶ୍ୱର: ଯୁକ୍ତ ୩ ଶେଷବର୍ଷ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ, ଅଗଷ୍ଟ ୩୧ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ । ପିଜି ଶେଷ ବର୍ଷ ପରୀକ୍ଷା ଅଗଷ୍ଟ ୨୦ ସୁଦ୍ଧା ସରିବ, ରେଜଲ୍ଟ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବ । ବିଜ୍ଞପ୍ତି ପ୍ରକାଶ କଲା ଉଚ୍ଚଶିକ୍ଷା ବିଭାଗ ।

Don't Miss