ଭୁବନେଶ୍ୱର : ରାଜ୍ୟରେ ଅଦିନିଆ ବର୍ଷା ପ୍ରସଙ୍ଗ । ରାଜସ୍ୱ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଏସଆରସିଙ୍କ ତରଫରୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି । କ୍ଷଯକ୍ଷତି ଆକଳନ କରି ରିପୋର୍ଟ ତୁରନ୍ତ ପ୍ରଦାନ କରିବାକୁ ନିର୍ଦ୍ଦେଶ ହୋଇଛି । ରିପୋର୍ଟ ଆସିବା ପରେ ତର୍ଜମା କରି ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀଙ୍କ ସୂଚନା ।

Leave a Reply