ଭଦ୍ରକରୁ ଆଉ ୬, ଯାଜପୁରରୁ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ୬ଟି ପଜିଟିଭ୍ ମାମଲା ଆସିଥିବା ବେଳେ ଯାଜପୁର ଜିଲ୍ଲାରୁ ୪ଟି ନୂଆ ମାମଲା ଚିହ୍ନଟ ହୋଇଛି । ଏଥିସହ ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ନୂଆ ୬ଟି ମାମଲା ସହ ଭଦ୍ରକ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି । … Continue reading ଭଦ୍ରକରୁ ଆଉ ୬, ଯାଜପୁରରୁ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ