ରଜ୍ୟରେ ସୁସ୍ଥ ହେଉଛନ୍ତି ରେକର୍ଡ ସଂଖ୍ୟକ କରୋନା ରୋଗୀ, ସୁସ୍ଥତା ସଂଖ୍ୟା ୫୦ ହଜାର ପାର
1 min readଭୁବନେଶ୍ୱର: କରୋନା ଭୟ ଭିତରେ ଆଶ୍ୱସ୍ତି ଦେଉଛି କରୋନା ସୁସ୍ଥଙ୍କ ସଂଖ୍ୟା । ଆଜି ପୁଣି ରଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଆଜି ୧୯୨୭ ଜଣ ବ୍ୟକ୍ତି କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଇଟ୍ କରି ସୂଚନା ଦେଇଛି । ନୂଆ ସୁସ୍ଥଙ୍କ ପରେ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୫୦ ହଜାର ୫୦୩ରେ ପହଞ୍ଚିଛି । ମିଳିଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧାରୁ ସର୍ବାରଧିକ ୨୪୬ ରୋଗୀ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସେହିଭଳି ୧୯୦ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହି ଦୁଇ ଜିଲ୍ଲା ଉଭୟ ସଂକ୍ରମଣ ଓ ସୁସ୍ଥ ସଂଖ୍ୟା ଅନ୍ୟ ରାଜ୍ୟ ତୁଳନାରେ ଯଥେଷ୍ଟ ଆଗରେ ରହିଛି ।
Very happy to share that with the recovery of a record 1927 #COVID19 patients today, Odisha crosses the milestone of over 50,000 recovered cases!
246 from Khurdha
190 from Ganjam
151 from Nayagarh
146 from Rayagada
108 from Sundergarh
101 from Kandhamal
95 from Dhenkanal— H & FW Dept Odisha (@HFWOdisha) August 21, 2020
ସେହିଭଳି ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮, କନ୍ଧମାଳରୁ ୧୦୧, ଢ଼େଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗିରରୁ ୭୫, ଯାଜପୁରରୁ ୭୪, ବାଲେଶ୍ୱରରୁ ୭୦, ମାଲକାନାଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦, ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧, କେନ୍ଦ୍ରାରାପଡ଼ାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬, ଅନୁଗୁଳରୁ ୫ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
19 from Kendrapara
18 from Keonjhar
17 from Deogarh
13 from Jharsuguda
12 from Baragarh
8 from Boudh
6 from Sonepur
5 from AngulThe total recovered cases of Odisha now stand at 50,503.
— H & FW Dept Odisha (@HFWOdisha) August 21, 2020