ସୁସ୍ଥ ହେଲେ ୨୭ କରୋନା ଆକ୍ରାନ୍ତ…
ଭୁବନେଶ୍ୱର: ରାଜ୍ୟ ପାଇଁ ପୁଣି ଏକ ଭଲ ଖବର । ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ । ସେମାନଙ୍କ ମଧ୍ୟରେ ବାଲେଶ୍ୱରରୁ ୯ ଜଣ ସୁସ୍ଥ ହୋଇଥିବା, ଭୁବନେଶ୍ୱରରୁ ୮ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଭଦ୍ରକରୁ ମଧ୍ୟ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଓ ସୁନ୍ଦରଗଡ଼ରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କୋରାପୁଟ ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି … Continue reading ସୁସ୍ଥ ହେଲେ ୨୭ କରୋନା ଆକ୍ରାନ୍ତ…
Copy and paste this URL into your WordPress site to embed
Copy and paste this code into your site to embed