ରାଜ୍ୟରେ ଦୈନିକ ୪୭୬୧ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୮୨୦
1 min readଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଗତ ୨୪ ଘଣ୍ଟାରେ ୪୭୬୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାର ୪ ହଜାର ୭୬୧ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୨୭୮୫ଟି ମାମଲା ଆସିଥିବା ବେଳେ ୧୯୭୬ଟି ମାମଲା ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧାରୁ ସର୍ବାଧିକ ୮୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬୭୩, ଅନୁଗୁଳରୁ ୮୧, ବାଲେଶ୍ୱରରୁ ୮୪, ବରଗଡ଼ରୁ ୧୯୮, ଭଦ୍ରକରୁ ୬୩, ବଲାଙ୍ଗିରରୁ ୩୨୨, ବୌଦ୍ଧରୁ ୨୩, କଟକରୁ ୧୭୬, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୬, ଗଜପତିରୁ ୩୧, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୨୨, ଯାଜପୁରରୁ ୮୬, ଝାରସୁଗୁଡ଼ାରୁ ୨୩୪, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୫୦, କେନ୍ଦୁଝରରୁ ୧୦୩, ଖୋର୍ଦ୍ଧାରୁ ୮୨୦, କୋରାପୁଟରୁ ୩୧, ମାଲକାନଗିରିରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Covid-19 Report For 19th April
New Positive Cases: 4761
In quarantine: 2785
Local contacts: 1976(Details of local contacts will be shared by concerned Dist Administration)
District Wise Cases:
1. Angul: 81
2. Balasore: 84
3. Bargarh: 198
4. Bhadrak: 63
5. Balangir: 322— I & PR Department, Odisha (@IPR_Odisha) April 20, 2021
ସେହିଭଳି ମୟୂରଭଞ୍ଜରୁ ୮୬, ନବରଙ୍ଗପୁରରୁ ୧୫୪, ନୟାଗଡ଼ରୁ ୬୩, ନୂଆପଡ଼ାରୁ ୫୩୪, ପୁରୀରୁ ୧୯୩, ରାୟଗଡ଼ାରୁ ୬୦, ସମ୍ବଲପୁରରୁ ୧୮୩, ସୋନପୁରରୁ ୪୭, ସୁନ୍ଦରଗଡ଼ରୁ ୬୭୩ ଏବଂ ଷ୍ଟେଟ୍ ପୁଲରୁ ୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
22. Mayurbhanj: 86
23. Nawarangpur: 154
24. Nayagarh: 63
25. Nuapada: 534
26. Puri: 193
27. Rayagada: 60
28. Sambalpur: 183
29. Sonepur: 47
30. Sundargarh: 673
31. State Pool:160New recovery: 1503
Cumulative tested: 9668401
Positive: 377464
Recovered: 347637
Active case: 27821— I & PR Department, Odisha (@IPR_Odisha) April 20, 2021
ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ୨୭ ହଜାର ୮୨୧ଟି ସକ୍ରୀୟ ସଂକ୍ରମଣ ମାମଲା ରହିଛି । ଗତ ୨୪ ଘଣ୍ଟାରେ ୧୫୦୩ ଜଣ କରୋନାରୁ ସୁସ୍ଥ ହେବା ସହ ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୭ ହଜାର ୬୩୭କୁ ବୃଦ୍ଧି ପାଇଛି ।