ବାଲେଶ୍ୱରରୁ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ… ସଂକ୍ରମିତଙ୍କ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାକୁ ପୁଣି ଘାରିଲା ଫେରନ୍ତା ଚିନ୍ତା। ଆଜି ରାଜ୍ୟରେ ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଇ ୫ କରୋନା ପଜିଟିଭ ବାଲେଶ୍ୱରରୁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି ।  ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ କଲ୍ୟାଣ ବିଭାଗ ସୂଚନା ଅନୁସାରେ ଏବେ ରାଜ୍ୟରେ ମୋଟ୍ ୫୩ ଆକ୍ଟିଭ୍ କେସ୍ ରହିଛି । ସଂକ୍ରମିତଙ୍କ ସଂଖ୍ୟା … Continue reading ବାଲେଶ୍ୱରରୁ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ… ସଂକ୍ରମିତଙ୍କ ସଂଖ୍ୟା ୮କୁ ବୃଦ୍ଧି