spot_img

Latest Posts

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ପୁରୀ: ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ଶ୍ରୀପଞ୍ଚମୀ ଅବସରରେ ଶ୍ରୀମନ୍ଦିର ଭିତରେ କାଳିଆ ଦର୍ଶନ ସହ ମା ସରସ୍ୱତୀଙ୍କୁ ମଧ୍ୟ ଦର୍ଶନ କରି ଆଶୀଷ ଲାଭ କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ଏହାପରେ ସେ ଶ୍ରୀମନ୍ଦିର ବାହାରକୁ ଆସିବା ସହିତ ପରିକ୍ରମା ମାର୍ଗ ଦେଇ ଶ୍ରୀମନ୍ଦିର ପ୍ରଦକ୍ଷୀଣ କରିଥିଲେ।

ଏହି ସମୟରେ ସେଠାରେ ଉପସ୍ଥିତ ଶୁଭେଚ୍ଛୁଙ୍କ ଠାରୁ ସେ ଅଭିବାଦନ ଗ୍ରହଣ କରିଥିଲେ। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷୀଣ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି।

Latest Posts

Don't Miss