ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ଅନୁଧ୍ୟାନ
1 min read
ପୁରୀ: ପୁରୀରେ 5T ସଚିବ ଭି.କେ. ପାଣ୍ଡିଆନ । ଆଜି ସକାଳୁ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି 5T ସଚିବ । ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ବୁଲି ଅନୁଧ୍ୟାନ କରିଛନ୍ତି । ଉତ୍ତର ଦ୍ୱାର, ପଶ୍ଚିମଦ୍ୱାର ଓ ଦକ୍ଷିଣଦ୍ୱାର ଅଞ୍ଚଳରେ ନିର୍ମାଣ ହେଉଥିବା ପ୍ରକଳ୍ପ କାର୍ଯ୍ୟ କିପରି ଚାଲିଛି ତା’ର ତଦାରଖ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ ।