ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ
1 min read
ପୁରୀ: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଆଜି ସେ ସପତ୍ନୀଙ୍କ ସହ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ପତ୍ନୀ ତଥା ମିଶନ ଶକ୍ତିର ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟ ପାଣ୍ଡିଆନ ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ସକାଳୁ ପୁରୀରେ ପହଞ୍ଚି ଶ୍ରୀମନ୍ଦିରକୁ ଯାଇ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ ପରେ ସେ ଭୁବନେଶ୍ୱର ଫେରିଛନ୍ତି ।