୨୪ ଘଣ୍ଟାରେ ଆଉ ୭୧୯ ପଜିଟିଭ୍, ୧୮ ବର୍ଷରୁ କମ୍ ୧୨୫ ଜଣ ସଂକ୍ରମିତ
1 min readଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ହଜାରେ ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୧୨୫ ଜଣ ରହିଛନ୍ତି । କ୍ୱାରେଣ୍ଟାଇନରୁ ୪୨୨ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୨୯୭ଟି ମାମଲା ସ୍ଥାନୀୟ ସଂକ୍ରମିତ ।
Covid-19 Report For 31st August
New Positive Cases : 719
Of which 0-18 years: 125
In quarantine: 422
Local contacts: 297(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 43
3. Bargarh: 1— I & PR Department, Odisha (@IPR_Odisha) September 1, 2021
ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୮, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୧୯, ବଲାଙ୍ଗିରରୁ ୩, ବୌଦ୍ଧରୁ ୬, କଟକରୁ ୮୯, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୪, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୩, ଯାଜପୁରରୁ ୨୭, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୩, କୋରାପୁଟରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
21. Mayurbhanj: 30
22. Nawarangpur: 1
23. Nayagarh: 11
24. Puri: 14
25. Rayagada: 2
26. Sambalpur: 12
27. Sonepur: 2
28. Sundargarh: 19
29. State Pool: 57New recoveries: 762
Cumulative tested: 18134288
Positive: 1008469
Recovered: 993235
Active cases: 7159— I & PR Department, Odisha (@IPR_Odisha) September 1, 2021
ସେହିଭଳି ମୟୂରଭଞ୍ଜରୁ ୩୦, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୨, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୯ ଏବଂ ଷ୍ଟେଟପୁଲରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୮ ହଜାର ୪୬୯କୁ ବୃଦ୍ଧି ପାଇଛି । କରୋନାକୁ ୯ ଲକ୍ଷ ୯୩ ହଜାର ୨୩୫ ଜଣ ମାତ୍ ଦେଇଥିବା ବେଳେ ଏବେ ରାଜ୍ୟରେ ୭ ହଜାର ୧୫୯ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।