ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ୧ ହଜାର ୫୦୩ ଆକ୍ରାନ୍ତ ଚିହ୍ନଟ
1 min readଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧ ହଜାର ୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୩ ଜଣ ଚିହ୍ନଟ ହୋଇଥିବାବେଳେ ୬୩୦ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯଦି ସୁସ୍ଥ କଥା କହିବା ତାହାଲେ ରାଜ୍ୟରେ ୨୪ ଘଣ୍ଟାରେ ୩ ହଜାର ୬୨୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।
7. Cuttack: 83
8. Deogarh: 25
9. Dhenkanal: 42
10. Gajapati: 37
11. Ganjam: 26
12. Jagatsinghpur: 42
13. Jajpur: 55
14. Jharsuguda: 17
15. Kalahandi: 40
16. Kandhamal: 17
17. Kendrapada: 19
18. Keonjhar: 36
19. Khurda: 333
20. Koraput: 2
21. Malkangiri: 8
22. Mayurbhanj: 108— I & PR Department, Odisha (@IPR_Odisha) February 8, 2022
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୩୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫୧, ବାଲେଶ୍ୱରରୁ ୩୦, ବରଗଡ଼ରୁ ୨୧, ଭଦ୍ରକରୁ ୨୦, ବଲାଙ୍ଗୀରରୁ ୩୩, ବୌଦ୍ଧରୁ ୧୦, କଟକରୁ ୮୩, ଦେଓଗଡ଼ରୁ ୨୫, ଢେଙ୍କାନାଳରୁ ୪୨, ଗଜପତିରୁ ୩୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୪୨, ଯାଜପୁରରୁ ୫୫, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୩୬, କୋରାପୁଟରୁ ୦୨, ମାଲକାନଗିରିରୁ ୦୮, ମୟୁରଭଞ୍ଜରୁ ୧୦୮, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୨୫, ପୁରୀରୁ ୫୪, ରାୟଗଡ଼ାରୁ ୩୧, ସମ୍ବଲପୁରରୁ ୨୬, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୧୫୭ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।