spot_img

Latest Posts

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ ଅଘରିଆ ସମାଜ

ଭୁବନେଶ୍ୱର: ଅଘରିଆ ସମାଜ ପାଇଁ ଭୁବନେଶ୍ବର ଠାରେ ଅଧା ଏକର ଜମି ସହ ତିନି କୋଟି ଟଙ୍କା ଦେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ପରେ ଅଖିଳ ଭାରତୀୟ ଅଘରିଆ ସମାଜ ପକ୍ଷରୁ କୃତଜ୍ଞତା ପ୍ରକାଶ କରାଯାଇଛି। ଅଖିଳ ଭାରତୀୟ ଅଘରିଆ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଗୋଟିଏ ଦିନରେ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଘରିଆ ସମାଜ ପାଇଁ ଭୁବନେଶ୍ବର ଠାରେ ଅଧା ଏକର ଜମି ସହ ତିନି କୋଟି ଟଙ୍କା ଦେବାକୁ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘ ଜୀବନ କାମନା କରିବା ସହ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ଵାସ କରୁଥିବା ଲୋକ ବୋଲି ଅଖିଳ ଭାରତୀୟ ଅଘରିଆ ସମାଜ ପକ୍ଷରୁ କୁହାଯାଇଛି ।

Latest Posts

Don't Miss