spot_img

Latest Posts

ବଦଳିଲେ ରାଜ୍ୟ ପୋଲିସ ଡିଜି ବିଜୟ କୁମାର ଶର୍ମା । ୧୯୮୬ ବ୍ୟାଚର ଅଭୟ ନେବେ ଡିଜିପି ଦାୟିତ୍ୱ । ସେ ପର୍ଯ୍ୟନ୍ତ ସତ୍ୟଜିତ ମହାନ୍ତି ଇନଚାର୍ଜ ଡିଜିପି ଦାୟିତ୍ୱ ତୁଲାଇବେ । ଅଗ୍ନିଶମ ସେବା ଓ ହୋମଗାର୍ଡର ନୂଆ ନିର୍ଦ୍ଦେଶକ ହେଲେ ସୁନୀଲ ରୟ ।

Latest Posts

Don't Miss