ବାଲିଗୁଡା: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧରେ ପୁଣି ଲଜ୍ୟା । ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଗତକାଲି ରାତିରେ ଏକୁଟିଆର ସୁଯୋଗ ନେଇ ପଡ଼ୋଶୀ ବ୍ୟକ୍ତି ଦୁଷ୍କର୍ମ କରିଥିବା ପିଡ଼ିତାଙ୍କ ପରିବାର ପକ୍ଷରୁ ତୁମୁଡ଼ିବନ୍ଧ ଥାନାରେ ଏତଲା । ଅଭିଯୁକ୍ତ ଅଟକ ।

Leave a Reply