ଆରଡ଼ି: ବାବା ଆଖଣ୍ଡଳମଣିଙ୍କ ଭଣ୍ଡାର ଘରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ନିଆଁ ଲାଗି ଜଳିଗଲା ଅଳଙ୍କାର, ପୂଜା ଆସବାବପତ୍ର ଓ ଲକ୍ଷାଧିକ ଟଙ୍କାର ଜିନିଷ । ନିଆଁ ଆୟତ୍ତ କଲା ଧାମନଗର ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ।

')}

Leave a Reply