ଭୁବନେଶ୍ୱର: ଏକାମ୍ର ଯୋଜନାର ବିସ୍ଥାପିତଙ୍କ ପାଇଁ ଥଇଥାନ ଓ ସହାୟତା ପ୍ୟାକେଜକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିଗୃହୀତ ସମସ୍ତ ଜମି ଶ୍ରୀ ଲିଙ୍ଗରାଜଙ୍କ ନାମରେ ରେକର୍ଡ କରାଯିବ । ଜମି ଦାନ କରିଥିବା ସବୁ ବ୍ୟକ୍ତିଙ୍କ ନାମ ପ୍ରକଳ୍ପ ଅଞ୍ଚଳରେ ଫଳକରେ ରଖାଯିବ ।

Leave a Reply