spot_img

Latest Posts

ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା: ସ୍ମୃତି ଚାରଣ କଲେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ

ଭୁବନେଶ୍ବର: ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ସାମିଲ ହୋଇଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି। ଭୁବନେଶ୍ବର ସ୍ବାଧିନତା ସଂଗ୍ରାମୀ ପଡିଆରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ସ୍ବର୍ଗତ ପ୍ରଧାନଙ୍କ ସ୍ମୃତି ଚାରଣ କରିଛନ୍ତି। ଦିଲ୍ଲୀରେ ୮୩ ବର୍ଷ ବୟସରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା

Latest Posts

Don't Miss