ରାଜଧାନୀରେ ବିଜୁ ମହିଳା ଜନତା ଦଳର ଗର୍ଜନ: ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଗିରଫ ଦାବି

ଭୁବନେଶ୍ବର: ବିଜେଡିର ସ୍ବାଭିମାନ ରାଲି । ମହିଳା ବିଜେଡିର ପ୍ରତିବାଦ । ରାଜଧାନୀରେ ବିଜୁ ମହିଳା ଜନତା ଦଳର ଗର୍ଜନ । ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ନାରାବାଜି । ରାଜ୍ୟରେ ମହିଳାଙ୍କ ବିରୋଧରେ ବଢୁଥିବା ନିର୍ଯାତନାର ପ୍ରତିବାଦ । ଗତ ୧ ବର୍ଷରେ ବଢିଛି ମହିଳା ନିର୍ଯାତନା । ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଗିରଫ ଦାବି । ଲେଖାଶ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟକୁ ବିରୋଧ ।