spot_img

Latest Posts

ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା : କୋମନା ଯିବେ ବୋଲି ଦେଲେ ସୂଚନା

ନନ୍ଦିଘୋଷ ବ୍ୟୁରୋ : ନବୀନଙ୍କ ଭିଡିଓ ବାର୍ତ୍ତା । ନୂଆପଡ଼ା ନିର୍ବାଚନ ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ସୁପ୍ରିମୋଙ୍କ ଭିଡିଓ ବାର୍ତ୍ତା । ଆସନ୍ତା ୩ ତାରିଖରେ ସେ କୋମନା ଯିବେ ବୋଲି କହିବା ସହିତ ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି । ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ । ସେଥିପାଇଁ ସେ ତାଙ୍କ ନିଆରା ଶୈଳୀରେ ଆପଣମାନେ ଖୁସି ତ ବୋଲି ପଚାରିଛନ୍ତି ।

Latest Posts

Don't Miss