spot_img

Latest Posts

ବିଜେଡି ସଂସଦୀୟ ଦଳର ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ

ନନ୍ଦିଘୋଷ ବ୍ୟୁରୋ : ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳର ନେତା। ସେହିଭଳି ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳର ଉପନେତା ସହ ମୁଖ୍ୟ ସଚେତକର ଦାୟିତ୍ୱ ମିଳିଛି। ମାନସ ରଞ୍ଜନ ମଙ୍ଗରାଜ ଏବେ ମୁଖ୍ୟ ସଚେତକ ଦାୟିତ୍ୱରେ ଥିବାବେଳେ ପୂର୍ବରୁ ସୁଲୋତା ଦେଓ ମୁଖ୍ୟ ସଚେତକ ଦାୟିତ୍ୱ ତୁଲାଇ ଥିଲେ। ଏହି ଦୁଇ ଜଣଙ୍କ ଚୟନକୁ ଅନୁମୋଦନ ଦେଇ ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

Latest Posts

Don't Miss