ଭୁବନେଶ୍ୱର: ଅଲ୍ ଓଡ଼ିଶା କଣ୍ଟ୍ରାକ୍ଟର ଆସୋସିଏସନର ଦାବି ଉପରେ ଆଲୋଚନା ପାଇଁ ରାଜ୍ୟ ସରକାର ଗଠନ କଲେ ମନ୍ତ୍ରୀ ସ୍ତରୀୟ କମିଟି । କମିଟି ଅଧ୍ୟକ୍ଷ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଇସ୍ପାତ ଖଣି ମନ୍ତ୍ରୀ, ଆଇନ୍ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଶ୍ରମ ମନ୍ତ୍ରୀ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ଓ ପୂର୍ତ୍ତ ବିଭାଗ ସଚିବ ସଦସ୍ୟ ।

Leave a Reply