କୋଟିଆର ଖଣିଜ ସମ୍ପଦ ଉପରେ ଆନ୍ଧ୍ରର ଲୋଲୁପ ଦୃଷ୍ଟି

କୋଟିଆର ଖଣିଜ ସମ୍ପଦ ଉପରେ ଆନ୍ଧ୍ରର ଲୋଲୁପ ଦୃଷ୍ଟି । କୋଟିଆର ଗୋଟିଏ ପାହାଡ଼କୁ ସୁନା ପାହାଡ଼ ବୋଲି କୁହାଯାଏ । ତାକୁ ଚିହ୍ନଟ କରିବାକୁ ଖଣି ବିଭାଗ ବି ପଦକ୍ଷେପ ନେଉଛି । ବିଜେପି କ୍ଷମତାକୂୁ ଆସିବାର ୧୩ ମାସ ପରେ କୋଟିଆବାସୀଙ୍କୁ ଦରଦ ଦେଖାଇଲେ ସରକାର ।କୋଟିଆରେ ଖୁବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା । ନିର୍ବାଚନ ସମୟ ରେ କୋଟିଆ ଉପରେ ଆନ୍ଧ୍ରର ଆଖି ରହୁଛି । ତାକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି । କୋଟିଆର ସମନ୍ବିତ ବିକାଶ ସରକାରଙ୍କ ଲକ୍ଷ୍ୟ । ପରିବହନ ବିଭାଗ ପକ୍ଷରୁ କୋଟିଆ ରେ ଖୁବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା ।