ସୁସ୍ଥ ହେଲେ ଆଉ ୬୫ କରୋନା ସଂକ୍ରମିତ
1 min readଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏଥିସହ ସୁସ୍ଥ ସଂଖ୍ୟା ୧୪୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 65 #Covid19 patients have recovered and are being discharged.
14 are from Ganjam
10 each from Jagatsinghpur & Kendrapara
8 from Bhadrak
7 from Keonjhar
6 from Bolangir
3 from Khurda
2 each from Balasore & Jajpur and
1 each from Dhenkanal, Jharsuguda & Kandhamal.— H & FW Dept Odisha (@HFWOdisha) June 4, 2020
ଗଞ୍ଜାମରୁ 1୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଭଦ୍ରକରୁ ୮, କେନ୍ଦୁଝରରୁ ୭ସ, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ ଓ ଢେଙ୍କାନାଳ, ଝାରସୁଗୁଡ଼ା ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ୨୪୭୮ଟି ସଂକ୍ରମିତ ମାମଲା ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ହୋଇଛି । ୧୪୮୧ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୯୮୮ ଜଣ ସକ୍ରିୟ ସଂକ୍ରମିତଙ୍କ ଚିକିତ୍ସା ଚାଲିଛି ।