ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୭ ହଜାର ୬୬୪ ଜଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…
1 min readଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ହଜାର ୬୬୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୨ରେ ପହଞ୍ଚିଛି । ସଂକ୍ରମଣ ମାମଲାରେ ସୁବୁଠୁ ଆଗରେ ଥିବା ଖୋର୍ଦ୍ଧା ଜିଲ୍ଲାରୁ ସବୁଠୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।
Another 7664 Covid patients have recovered and are being discharged on 08.05.2021
961 from Khordha
512 from Puri
509 from Cuttack
473 from Sundargarh
464 from Anugul
461 from Bolangir
437 from Jharsuguda
353 from Nuapada
334 from Bargarh
330 from Nabarangpur
321 from Sambalpur— H & FW Dept Odisha (@HFWOdisha) May 8, 2021
ଖୋର୍ଦ୍ଧା ଜିଲ୍ଲାରୁ ୯୬୧ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୫୧୨, କଟକରୁ ୫୦୯, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୬୪୬, ବଲାଙ୍ଗିରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଙ୍ଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯, ମୟୂରଭଞ୍ଜରୁ ୨୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
45 from Kandhamal
31 from Malkangiri
22 from Dhenkanal
20 from Boudh
192 from State PoolThe total recovered cases of Odisha now stand at 439322
— H & FW Dept Odisha (@HFWOdisha) May 8, 2021
ସେହିଭଳି ରାୟଗଡ଼ାରୁ ୧୯୨, ଗଞ୍ଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୋନପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଏବଂ ଷ୍ଟେଟ ପୁଲରୁ ୧୯୨ ଜଣ ସୁସ୍ଥ ହୋଇଛନ୍ତି ।