spot_img

Santosh Reddy

213 POSTS

Exclusive articles:

ଲେହରୁ ଦିଲ୍ଲୀ ଆସିଲା ମା’ କ୍ଷୀର, କାରଗୋ ବିମାନରେ ହଜାର କିଲୋମିଟରୁ ପ୍ରତିଦିନ ପହଞ୍ଚୁଛି କ୍ଷୀର….

ଲେହରୁ ଦିଲ୍ଲୀ । ଦୂରତା ପ୍ରାୟ ୧ହଜାର କିଲୋମିଟର  । ତେବେ ମା’ର ମମତା ଆଗରେ ତୁଚ୍ଛ ହୋଇଛି ଦୂରତ୍ୱର ପ୍ରତିବନ୍ଧକ । ଏତେ ଦୂରରେ ଥାଇ ମଧ୍ୟ ମା’ ସ୍ତନାମୃତର ସ୍ପର୍ଶ...

ରାଜଧାନୀରୁ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଗୁରୁବାର ରେକଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମଣ ରାଜ୍ୟ ଏବଂ ରାଜଧାନୀରେ କମିବାର ନା ହିଁ ଧରୁନାହିଁ । ତେବେ ଗୁରୁବାର ରାଜଧାନୀରୁ ୧୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୨୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୩ ଜଣଙ୍କର ରହିଛି ଲୋକାଲ କଣ୍ଟାକ୍ଟ । ରାଜଧାନୀରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୬୯ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୮୦୫ ଜଣ  । ସେପଟେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୫୧ ଜଣ ଏବେ ରାଜଧାନୀରେ ସକ୍ରିୟ ରହିଛନ୍ତି । ୩୩ ଜଣ ଲୋକାଲ କଣ୍ଟାକ୍ଟଙ୍କ ମଧ୍ୟରୁ ପଟିଆର ଏକ ଘରୋଇ ଡାକ୍ତରଖାନାରୁ ୧, ଆଇଆର୍‌ସି ଭିଲେଜରୁ ୧, ୟୁନିଟ ୧ରୁ ୨, ନୟାପଲି ନୂଆସାହିରୁ ୧, ଆଇଆରସି ଭିଲେଜରୁ ୧, ୟୁନିଟ ୯ ଗ୍ରିଡକୋ କଲୋନୀରୁ ୧, ୟଚନିଟ ୨ରୁ ୧, ୟୁନିଟ ୪ ଏମ୍‌ଏଲ୍‌ଏ କରୋନୀରୁ ୨ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ୟୁନିଟ ୩ ଚନ୍ଦ୍ରମା ଆପାର୍ଟମେଣ୍ଟ ପାଖରୁ ୧, ପୋଖରୀପୁଟ ଲିଙ୍ଗରାଜ ଆପାର୍ଟମେଣ୍ଟରୁ ୧.....

ସଚିନ ପାଇଲଟ ଆଣ୍ଡ୍ କୋ’ଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି,ହାଇକୋର୍ଟଙ୍କ ରାୟ ଉପରେ ରୋକ୍ ଲଗାଇବାକୁ ମନା କଲେ ସର୍ବୋଚ୍ଚ ଅଦାଲତ

  ନୂଆଦିଲ୍ଲୀ: ରାଜସ୍ଥାନ ରାଜନୈତିକ ଡ୍ରାମା ଭିତରେ ସଚିନ ପାଇଲଟ ଓ ତାଙ୍କ ଗ୍ରୁପକୁ ସୁପ୍ରିମକୋର୍ଟ ସାମୟିକ ଆଶ୍ୱସ୍ତି ଦେଇଛନ୍ତି । ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି  । ...

ରାହା ଦେଖାଇବ ’ପ୍ରୋଜେକ୍ଟ ଥଇଥାନ’: ଭିଟାମାଟିରେ ଥଇଥାନ ହେବେ ପ୍ରବାସୀ

କାମାକ୍ଷାନଗର,(ହୃଦୟ ବଲ୍ଲଭ ମିଶ୍ର): ବେସାହାରା ପ୍ରବାସୀଙ୍କୁ ସାହା ହେଲେ ସରକାର । ଏଣିକି ପେଟ ପାଇଁ ପ୍ରବାସୀଙ୍କୁ ବାହାରକୁ ଯିବାକୁ ପଡ଼ିବ ନାହିଁ  । କୋଭିଡ୍‌ ସଙ୍କଟରେ ଢୋଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକରୁ...

Breaking

ନିମ୍ନମାନର ରାସ୍ତା କାମକୁ ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ନିର୍ମାଣର ଚାରିଦିନ ପରେ ରାସ୍ତାରୁ ଉଠିଲାଣି ପିଚୁ । ନିମ୍ନମାନର ରାସ୍ତା...

ନିପା ଭାଇରସକୁ ନେଇ ଆଜି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ସମୀକ୍ଷା ବୈଠକ

ଆଜି ବସିବ ନିପା ଭାଇରସ ନେଇ ସମୀକ୍ଷା ବୈଠକ । ସ୍ୱାସ୍ଥ୍ୟମନ୍ତ୍ରୀ...

ରାଜ୍ୟ ସରକାରଙ୍କ ଚାଷୀ ବିରୋଧୀ ନୀତି ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛି ବିଜୁ ଜନତା ଦଳ

ରାଜ୍ୟ ସରକାରଙ୍କ ଚାଷୀ ବିରୋଧୀ ନୀତି ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛି ବିଜୁ...

ରାଜ୍ୟରେ ପୁଣି ବଢ଼ିଲା ବାୟୁ ପ୍ରଦୂଷଣ

ରାଜ୍ୟରେ ପୁଣି ବଢ଼ିଲା ବାୟୁ ପ୍ରଦୂଷଣ। ତାଳଚେରରେ AQI ୨୫୦ ରେ...