ଭୁବନେଶ୍ୱର: କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାର୍ଚ୍ଚ ୩୧ ଯାଏଁ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ, ଜାରି ରହିବ ପରୀକ୍ଷା । ସିନେମା ହଲ୍ ଓ ସୁଇମିଂ ପୁଲ୍ ବନ୍ଦ ପାଇଁ ନିର୍ଦ୍ଦେଶ ।

Leave a Reply